36 ମୁଇ ତମ୍କେ କଇଲିନି, ତମେ ମକେ ଦେକିକରି ମିସା ବିସ୍ବାସ୍ କରାସ୍ନାଇ ।
ଅବ୍ରାମ୍ ତାକେ କଇଲା, “ତର୍ ବାଇମନ୍ ମସାର୍ ଆରି ବବିସତ୍ବକ୍ତାମନର୍ କାତା ନ ସୁନତ୍ ବଇଲେ ମଲାଟାନେଅନି ଉଟିକରି ଗଟେକ୍ ଲକ୍ ଜାଇ କଇଲେ ମିସା ସେମନ୍ ନ ମାନତ୍ ।”
ଜିସୁ ସେମନର୍ ଦେକ୍ତେ କେତେକ୍ କେତେକ୍ କାବା ଅଇଜିବା କାମ୍ମନ୍ କରିରଇଲେ ମିସା, ସେମନ୍ ତାକେ ବିସ୍ବାସ୍ କରତ୍ନାଇ ।
ଜଦି ମୁଇ ତାକର୍ ବିତ୍ରେ କାବା ଅଇଜିବା କାମ୍ ନ କରି ରଇଲେ, ସେମନ୍ ପାପି ବଲି ଦସି ନ ଅଇତାଇ । ମାତର୍ ସେମନ୍ ମୁଇ କଲା କାବାଅଇଜିବା କାମ୍ମନ୍ ଦେକ୍ଲାଇ ଆଚତ୍ । ଏନ୍ତି ବଇଲେ ମିସା ସେମନ୍ ମକେ ଆରି ମର୍ ବାବା ପର୍ମେସର୍କେ ଗିନ୍ କଲାଇ ଆଚତ୍ ।
ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କଇଲିନି, ମୁଇ କରିରଇବା କାବାଅଇଜିବା କାମ୍ ବୁଜିକରି ମକେ କଜାସ୍ ନାଇ । ମାତର୍ ତମେ ପେଟ୍ ପୁର୍ତେ ରୁଟି କାଇରଇଲାସ୍ ବଲି ଆସିଆଚାସ୍ ।
ସେବେଲା ସେମନ୍ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ଆମେ ଜେନ୍ତି ବିସ୍ବାସ୍ କର୍ବୁ, ସେଟାର୍ ପାଇ ଆମ୍କେ କାଇଆଲେ କାବାଅଇଜିବା କାମ୍ କରି ଦେକାଇପାରୁସ୍ କି ? କ କାଇଟା କରିପାରୁସ୍ ?”
ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
ପର୍ମେସରର୍ ପିଲା ମୁଇ କେ କେ ମକେ ଦେକ୍ବାଇ ଆରି ବିସ୍ବାସ୍ କର୍ବାଇ, ସେମନ୍ ନ ସାର୍ବା ଜିବନ୍ ପାଇବାର୍ ଆଚେ ବଲି ପର୍ମେସର୍ ମନ୍ କଲାନି । ଆରି ମୁଇ ସେମନ୍କେ ସାରାସାରି ଦିନେ ମଲାଟାନେଅନି ଜିବନ୍ ଅଇକରି ଉଟାଇ ଦେବାର୍ ଆଚେ ବଲି ମିସା ପର୍ମେସର୍ ମନ୍ କଲାନି” ବଲି କଇଲା ।
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।