42 ସେମନ୍ କଇଲାଇ “ଏଟା ଜସେପର୍ ପିଲା ଜିସୁ ନଏଁ କି ? ଆମେ ତାର୍ ଆୟା ବାବାକେ ଜାନି ଆଚୁ । ସେ କେନ୍ତି ‘ମୁଇ ସର୍ଗେଅନି ଆସିଆଚି’ ବଲି କଇଲାନି ?”
ଏ ଲକ୍ତା ସେ ବାଡଇ । ସେ ମରିୟମର୍ ପଅ, ଜାକୁବ୍, ଜସି, ଜିଉଦା ଆରି ସିମନ୍ ତାର୍ ବାଇ ଅଇବାଇ । ଆର୍ ବଇନିମନ୍ ତା ଇତି ଆମର୍ ସଙ୍ଗ୍ ଆଚତ୍ । ” ଏନ୍ତାରି କଇକରି ସେମନ୍ ତାକେ ମାନତ୍ ନାଇ ।
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
ସର୍ଗେଅନି ଉତ୍ରି ଆଇଲା ନର୍ପିଲା ମୁଇ, ମକେ ଚାଡିକରି ଆରି କେ ମିସା ସର୍ଗେ ଜାଅତ୍ ନାଇତା ।”
କାଇକେବଇଲେ ମୁଇ ନିଜେ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଆସି ନାଇ, ମାତର୍ ମକେ ପାଟାଇରଇବା ପର୍ମେସରର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ସର୍ଗେଅନି ଆସିଆଚି ।
ଜିସୁ ସେମନ୍କେ କଇଲା, ତମେ ଦଦାପେଲା ଉଆନାଇ, ଚିମ୍ରାଇଅଇ ରୁଆ ।
ଏନ୍ତି ବଇଲେ, ନର୍ପିଲା ମୁଇ ଜନ୍ ଜାଗାଇଅନି ଆସିରଇଲି, ସେ ଜାଗାଇ ଆରି ତରେକ୍ ବାଉଡି ଜିବାଟା ଦେକ୍ଲେ ତମେ କାଇଟା ବଲି କଇସା ?
ସେମନ୍ ଆମର୍ ଡାକ୍ପୁଟା ଜିଉଦି ଆନିଦାଦିମନର୍ ନାତିତିତିମନ୍ । ଆରି ମୁନୁସ୍ ରୁପ୍ ଦାରି କିରିସ୍ଟ ତାକର୍ କୁଟୁମେଅନି ଜନମ୍ ଅଇଲା । ସବୁର୍ଟାନେଅନି ବେସି ବପୁର୍ ପରମେସର୍ ଜୁଗେ ଜୁଗେ ଡାକ୍ପୁଟା ପାଅ, ଆମେନ୍ ।
ପର୍ତୁମ୍ ଆଦମ୍ ମାଟିସଙ୍ଗ୍ ତିଆର୍ ଅଇ ଏ ଦର୍ତନି ଆଇଲା । ମାତର୍ ପଚର୍ ଆଦମ୍ ସର୍ଗେ ଅନି ଆଇଲା ।
ସାରାସାରି ଜେଡେବଲ୍ ସମାନ୍ ବେଲା କେଟ୍ଲା, ପରମେସର୍ ତାର୍ ନିଜର୍ ପଅକେ ପାଟାଇଲା । ଗଟେକ୍ ମାମୁଲି ଟକିର୍ ଗର୍ବେଅନି ଜାତ୍ ଅଇକରି ସେ ଜିଉଦି ନିଅମ୍ ମାନିକରି ଜିଇଲାଇ କାଇଲାଇ ।