5 ତାର୍ ଲଗେ ବେସି ଲକ୍ମନ୍ ଆଇବାଟା ଦେକିକରି ଜିସୁ ପିଲିପ୍କେ ପାଚାର୍ଲା, “ଏତେକ୍ମାଣ୍ଡ୍ ଲକ୍ମନର୍ ପାଇ କନ୍ତିଅନି ଜାଇ କାଦି ଗେନିଆନି ଅଇସି ?”
ସିସ୍ମନ୍ ତାକେ କଇଲାଇ, “ଏ ମରୁବାଲିବୁଏଁ ଏତେକ୍ ଲକ୍କେ କୁଆଇବାକେ ଆମେ କନ୍ତିଅନି ଏତେକ୍ମାଣ୍ଡ୍ କାଦି ଆନ୍ବୁ ?”
ତେବେ ଜିସୁ ଆରି ତାର୍ ସିସ୍ମନ୍ ବାରଇ ବେଗ୍ଲି ଜାଇ ଡଙ୍ଗାଇ ବସି ଗଟେକ୍ କିନରା ଜାଗାଇ ଗାଲାଇ ।
ପଚେ ବାର୍ଟା ସିସ୍ମନ୍ ବାଉଡି ଆସି ଜାଇ ଜାଇଟା କରିରଇଲାଇ, ସେ ସବୁ ଜିସୁର୍ ଲଗେ ବାତାଇଦେଲାଇ । ତେଇଅନି ଜିସୁ ଜେନ୍ତିକି ଲକ୍ମନର୍ଟାନେଅନି ବିନେ ରଇବାକେ ସେମନ୍କେ ବେତ୍ସାଇଦା ନାଉଁର୍ ନଅରେ ଡାକିନେଲା ।
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ଆନ୍ଦ୍ରିୟ ଆରି ପିତର୍ ପାରା ପିଲିପ୍ ମିସା ବେତ୍ସାଇଦା ଗଡର୍ ଲକ୍ ରଇଲା ।
ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି ?” ପିଲିପ୍ ତାକେ କଇଲା, “ତୁଇ ଆସିକରି ଦେକ୍ !”
ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍ ?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
ଚାରି ମାସ୍ ଗାଲେ କାଟାବେଟା ଦିନ୍ ଆଇସି ବଲି ତମେ କଇତେରଇସା । ମାତର୍ ମୁଇ ତମ୍କେ କଇଲିନି କେତ୍ମନ୍କେ ନିକ କରି ଦେକିଦେକା । ଏବେ ତେଇର୍ ତାସ୍ ପାଚିଗାଲା ଆଚେ ଆରି କାଟ୍ବା ବେଲା ସମାନ୍ ଅଇଲା ଆଚେ ।