53 ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
“ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ ।
ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
ନାଇ, ମୁଇ ତମ୍କେ କଇଲିନି, ପାପେଅନି ମନ୍ ନ ବାଦ୍ଲାଇଲେ ତମେସବୁ ଲକ୍ ସେନ୍ତି କୁରୁପ୍ନାସ୍ ଅଇଜାଇସା ।”
ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।”
ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।”
ଜିସୁ ତାକେ କଇଲା, “ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।”
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । ”
ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ମୁଇ ତମ୍କେ ସତ୍ କଇଲିନି, ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି ।
ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା ।
କାଇକେବଇଲେ, ମର୍ ଗାଗଡ୍ ଅଇଲାନି ସତ୍ କାଦି ଆରି ମର୍ ବନି ଅଇଲାନି ସତ୍ ପାନି ।
ଏନ୍ତି ବଇଲେ, ନର୍ପିଲା ମୁଇ ଜନ୍ ଜାଗାଇଅନି ଆସିରଇଲି, ସେ ଜାଗାଇ ଆରି ତରେକ୍ ବାଉଡି ଜିବାଟା ଦେକ୍ଲେ ତମେ କାଇଟା ବଲି କଇସା ?
ତାର୍ ପଅସଙ୍ଗ୍ ଜେ ମିସା ମିସିରଇବାଇ, ସେମନ୍ ଏ ନ ସାର୍ବା ଜିବନ୍ ପାଇବାଇ । ଆରି ଜେ ତାର୍ ପଅର୍ସଙ୍ଗ୍ ମିସେନାଇ ସେ ଏ ଜିବନ୍ ମିସା ପାଏନାଇ ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇକରି ସୁନା । ଜେ ଜିତ୍ସି, ତାକେ ମୁଇ ପର୍ମେସରର୍ ବାଡେ ପଲିରଇବା ଜିବନ୍ ଗଚର୍ ପଲ୍ କାଇବାକେ ଦେବି ।