58 ଏଟାସେ ସର୍ଗେଅନି ଆସିରଇବା କାଦି । ଜନ୍ କାଦି ତମର୍ ଆନିଦାଦିମନ୍ କାଇକରି ପଚେ ମଲାଇ, ଏଟା ସେନ୍ତାରି କାଦି ନଏଁ । ଏ କାଦି ଜେ କାଇସି ସେ କାଲ୍କାଲ୍ ଜୁଗ୍ଜୁଗ୍ ବଁଚିରଇସି ।”
ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି ?”
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । ”
“ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
ଏଟା ସୁନିକରି ଜିଉଦି ନେତାମନ୍ ଜିସୁର୍ ବିରଦେ ସେମନର୍ ବିତ୍ରେ ଦଦାପେଲା ଅଇଲାଇ । କାଇକେ ବଇଲେ, ଜିସୁ ମୁଇ ସର୍ଗେ ଅନି ଆସିରଇବା କାଦି ବଲି କଇଲାର୍ ପାଇ ସେମନ୍ ଏନ୍ତି ଅଇଲାଇ ।