59 ଜିସୁ କପର୍ନାଉମେ ଜିଉଦିମନର୍ ପାର୍ତନା ଗରେ ସିକିଆ ଦେବାବେଲେ ଏ ସବୁ କାତା କଇରଇଲା ।
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ଜିସୁ ଗାଲିଲି ରାଇଜର୍ କପର୍ନାଉମ୍ ନାଉଁର୍ ଗଟେକ୍ ନଅରେ ଆଇଲା, ଆରି ବିସ୍ରାମ୍ବାରେ ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।
ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।
ସେ ଜାଗାଇ ଲକ୍ମନ୍ ଜିସୁକେ ଆରି ତାର୍ ସିସ୍ମନ୍କେ ବେଟ୍ ନ ଅଇଲାକେ, ଡଙ୍ଗାମନ୍କେ ଚଗି ତାକେ କଜି କଜି କପର୍ନାଉମ୍ ଜାଗାବାଟେ ଜିବାକେ ବାରଇଲାଇ ।