ଜଅନ୍ 6:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ମାତର୍ ପିଲିପ୍କେ ପରିକା କର୍ବାକେ ଜିସୁ ଏନ୍ତାରି ପାଚାରି ରଇଲା । କାଇକେ ବଇଲେ ଜିସୁ କାଇଟା କର୍ବାକେ ଗାଲାନି ବଲି ସେ ନିଜେ ଜାନିରଇଲା । အခန်းကိုကြည့်ပါ။ |
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।