ଜଅନ୍ 6:60 - ସତିଅର୍ ବାଟ୍ ନୁଆ ନିୟମ୍ 202060 ଜିସୁର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ଲକ୍ ଏ କାତା ସୁନିକରି କଇଲା, “ଏ ସିକିଆ ମୁଲ୍କେ ବୁଜି ନଇଲାନି । ସେଟାର୍ପାଇ କେ ଏଟା ନାମ୍ସି ?” အခန်းကိုကြည့်ပါ။ |
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।