ଜଅନ୍ 6:64 - ସତିଅର୍ ବାଟ୍ ନୁଆ ନିୟମ୍ 202064 ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା । အခန်းကိုကြည့်ပါ။ |