66 ଜିସୁ ଏ କାତା କଇଲାକେ ତାର୍ ସଙ୍ଗ୍ ଜାଇତେରଇବା ଲକ୍ମନର୍ତେଇଅନି ବେସିଲକ୍ ତାର୍ ସଙ୍ଗ୍ ଜିବାକେ ମନ୍ ନ କରି ଚାଡି ଉଟିଗାଲାଇ ।
ଏଟା ସୁନି କରି ସେ ବେଣ୍ଡିଆ ମୁ ଉତ୍ରାଇଦେଇ ତେଇଅନି ଉଟିଗାଲା । କାଇକେ ବଇଲେ ସେ ଲକ୍ ବେସି ସାଉକାର୍ ରଇଲା ।
ମାତର୍ ଜିସୁ ତାକେ କଇଲା, “ଜେ କସ୍ବାବେଲେ ନଙ୍ଗଲ୍ଦାରି ପଚେ ଦେକିଲାଗିରଇସି, ସେ ପର୍ମେସରର୍ ରାଇଜର୍ ସେବା କର୍ବାକେ ଅଦିକାର୍ ନ ପାଏ ।”
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ଜିସୁର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ଲକ୍ ଏ କାତା ସୁନିକରି କଇଲା, “ଏ ସିକିଆ ମୁଲ୍କେ ବୁଜି ନଇଲାନି । ସେଟାର୍ପାଇ କେ ଏଟା ନାମ୍ସି ?”
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
ସେଟାର୍ପାଇ ଜିସୁର୍ ବାଇମନ୍ ତାକେ କଇଲାଇ, “ତୁଇ ଏ ଜାଗା ଚାଡିକରି ଜିଉଦା ଦେସେ ପରବ୍ କାଇବାର୍ ଜା, ତେବେ ତୁଇ କର୍ବା କାବାଅଇଜିବା କାମ୍ମନ୍ ତର୍ ସିସ୍ମନ୍ ଦେକି ପାରତ୍ ।”
ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, “ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା ।
ଆସିଆ ଦେସେ ରଇବା ବେସି ବିସ୍ବାସିମନ୍ ମକେ ଚାଡିକରି ଗାଲାଇ ଆଚତ୍ ବଲି ତୁଇ ଜାନିଆଚୁସ୍ । ତେଇ ପୁଗେଲ୍ ଆରି ଅର୍ମଗେନା ମିସା ମକେ ଚାଡି ଉଟିଗାଲାଇ ।
କାଇକେବଇଲେ ଦିମା ଏବେ ମକେ ଚାଡିକରି ତେସଲନିକି ଗାଲାଆଚେ । ସେ ଏ ଜଗତର୍ ବିସଇ ଅଦିକ୍ ମନ୍ କଲାନି । କର୍ସିନ୍ ଗାଲାତିଆଇ ଗାଲା, ଆରି ତିତସ୍ ଦୁଲ୍ମତି ଗାଲା ।
ମର୍ ଜେତ୍କି ଦରମ୍ ଲକ୍ ଆଚତ୍, ସେମନ୍ ବିସ୍ବାସ୍ କରି ବଁଚ୍ବାଇ ମାତର୍ ଜେ ଜଦି ପଚ୍କେ ବାଅଡ୍ଲେ ମୁଇ ତାର୍ଟାନେ ସାର୍ଦା ନ ଅଇ ।
ଏ ବିରଦ୍ କର୍ବାଟାମନ୍ ଆମର୍ ସଙ୍ଗ୍ ମିସିବିଡି ରଇଲାଇ । ଆରି ଏବେ ସେମନ୍ ଚାଡିଦେଲାଇ । ସେମନ୍ କେବେ ମିସା ଆମର୍ ମିସାବିଡାଟାନେ ମିସତ୍ନାଇ । ଜଦି ସେମନ୍ ସତଇସେ ଆମର୍ ସଙ୍ଗର୍ ବିସ୍ବାସି ଅଇରଇଲେ, ଆମର୍ ସଙ୍ଗ୍ ରଇତାଇ । ମାତର୍ ସେମନ୍ ଚାଡ୍ଲାର୍ପାଇ ଆମର୍ ଦଲର୍ ଲକ୍ ନଅତ୍ ବଲି ଜାନାପଡ୍ଲା ।