67 ସେବେଲେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ପାଚାର୍ଲା, “ତମେ ମିସା ମକେ ଚାଡିକରି ଉଟିଜିବାକେ ମନ୍ କଲାସ୍ନି କି ?”
ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍,
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ତମା ଜାକେକି ଜଅଁଲା ବଲି ଡାକ୍ବାଇ, ଜିସୁ ସିସ୍ମନ୍କେ ଦେକାଇଅଇଲା ବେଲେ ସେ ନ ରଇଲା ।
ଜିସୁ ସେମନ୍କେ କଇଲା, “ମୁଇ କାଇ ତମ୍କେ ବାର ଲକ୍କେ ବାଚି ନାଇ କି ? ଏଲେମିସା ତମର୍ ବିତ୍ରେଅନି ଗଟେକ୍ ଲକ୍ ସଇତାନର୍ ।”