7 ପିଲିପ୍ ଜିସୁକେ କଇଲା, “ଇତି ରଇଲା ସବୁ ଲକ୍ମନ୍କେ ଦୁଇସ ତେଇ ଅନି ଅଦିକ୍ ରୁପାଟାଙ୍ଗାର୍ ରୁଟି ଗେନ୍ବାକେ ପଡ୍ସି ।”
ମାତର୍ ସେ ଗତି ବାରଇ ଜାଇ ତାର୍ତେଇ ଅନି ପଚାସ୍ ଟାଙ୍ଗା ରୁନ୍ କରି ରଇବା ଗଟେକ୍ ମିସ୍ତେ ରଇବା ଗତିଦାଙ୍ଗ୍ଡାକେ ଦାରି ତାର୍ ଟଟ୍ରି ପିଚକ୍ବାର୍ ଦାର୍ଲା, “ମର୍ତେଇଅନି ନେଇ ରଇଲା ସବୁ ଡାବୁ ବାଉଡାଇ ଦେ ।”
ମାତର୍ ଜିସୁ ସେମନ୍କେ କଇଲା, “ତମେ ସେମନ୍କେ କାଇଟା ମିସା କାଇବାକେ ଦିଆସ୍ ।” ସେମନ୍ ତାକେ କଇଲାଇ, “ଆମେ ଜାଇ ଆଟ୍ ମାସର୍ କୁଲି ଡାବୁ ନେଇ ଏମନ୍କେ ରୁଟି ଗେନିଆନି କୁଆଇବୁ କି ?”
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ଆନ୍ଦ୍ରିୟ ଆରି ପିତର୍ ପାରା ପିଲିପ୍ ମିସା ବେତ୍ସାଇଦା ଗଡର୍ ଲକ୍ ରଇଲା ।
ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି ?” ପିଲିପ୍ ତାକେ କଇଲା, “ତୁଇ ଆସିକରି ଦେକ୍ !”
ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍ ?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
“ଏ ବାସ୍ନା ଚିକନ୍ ତିନ୍ ସଅ ରୁପା ଟାଙ୍ଗାକେ ବିକିକରି ସେ ଡାବୁ ଗରିବ୍ ଲକ୍ମନ୍କେ ଦେଲେ ନଇତା କି ?”