ଜଅନ୍ 6:71 - ସତିଅର୍ ବାଟ୍ ନୁଆ ନିୟମ୍ 202071 ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।