9 ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।”
ସିସ୍ମନ୍ କଇଲାଇ, “ଆମର୍ ଟାନେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ସେ ଆଚେ ।”
ଏବେ ଜାକ ତମେ ବୁଜାସ୍ ନାଇ କି ? ପାଁଚ୍ ଅଜାର୍ ଲକ୍ମନର୍ ବିତ୍ରେ ମୁଇ ପାଁଚ୍ଟା ରୁଟି ବାଟାକରି ରଇବା କାତା ତମେ କାଇ ପାସ୍ରି ଗାଲାସ୍ କି ? ସେଡ୍କିବେଲେ ତମେ କେତେଟା ଡାଲାଇ ବର୍ତି କରି ରଇଲାସ୍ ?
ଜିସୁ ସେମନ୍କେ କଇଲା, “ତମର୍ ଲଗେ କେତେଟା ରୁଟି ଆଚେ ? ଜାଇ ଦେକା ।” ସେମନ୍ ଦେକିଆସି ତାକେ କଇଲାଇ, “ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ।”
ମୁଇ ଜେଡେବେଲେ ପାଁଚ୍ ଅଜାର୍ ଲକର୍ ବିତ୍ରେ ପାଁଚ୍ଟା ରୁଟିବାଙ୍ଗାଇ ରଇଲି, ସେଡ୍କି ବେଲେ ତମେମନ୍ ସବୁ କେତେକ୍ ଡାଲା ବାଙ୍ଗ୍ଲା କଣ୍ଡ୍ ବେଟି ନେଇ ରଇଲାସ୍, ସେଟାକାଇ ତମର୍ ମନେ ନାଇ ?” ସେମନ୍ ତାକେ କଇଲାଇ, “ବାର ଡାଲା ।”
ମାତର୍ ଜିସୁ ସେମନ୍କେ କଇଲା, “ତମେ ସେମନ୍କେ କାଇବାକେ ଦିଆସ୍ ।” ସେମନ୍ କଇଲାଇ, “ଆମର୍ଲଗେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଚାଡି ଅଦିକ୍ ନାଇ । ସେନ୍ତାର୍ଆଲେ ଆମେ ଜାଇକରି ଏ ସବୁଲକର୍ପାଇ କନ୍ତିଅନି କାଦି ଗେନ୍ବୁ ?”
ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”
ତାର୍ ପଚେ ଜିସୁ “ତମେ ଏବେ ଦାର୍ଲା କେତେଟା ମାଚ୍ ଆନା ।” ବଲି କଇଲା ।
ଜିସୁ ତାକର୍ ଲଗେ ଜାଇ ରୁଟି ଆରି ମାଚ୍ ବାଟାକରିଦେଲା ।
ସିସ୍ମନ୍ ଡଙ୍ଗାଇଅନି ଉତ୍ରିକରି ପଦାଇ କେଟ୍ଲାବେଲେ, ଜଇରଇଲା ଇଙ୍ଗ୍ରା ଉପ୍ରେ କେତେଟା ବାଜିଅଇଲା ମାଚ୍ ଆରି ରୁଟି ସଙ୍ଗଇଅଇ ରଇଲାଟା ଦେକ୍ଲାଇ ।
ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା ।
ପିଲିପ୍ ଜିସୁକେ କଇଲା, “ଇତି ରଇଲା ସବୁ ଲକ୍ମନ୍କେ ଦୁଇସ ତେଇ ଅନି ଅଦିକ୍ ରୁପାଟାଙ୍ଗାର୍ ରୁଟି ଗେନ୍ବାକେ ପଡ୍ସି ।”
ଆମର୍ ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ଅଇଲା ବିସଇ ତମେ ଜାନିଆଚାସ୍ । ସର୍ଗେ ସେ ବେସି ସାଉକାର୍ ଅଇରଇଲେ ମିସା ସେ ନିଜେ ଅର୍କିତ୍ ଅଇଆଇଲା । ଜେନ୍ତି କି ତାର୍ଲାଗି ତମେ ସାଉକାର୍ ଅଇସା ।
ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।”