ଜଅନ୍ 7:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତେଇ ରଇଲା ବେସି ଲକ୍ମନ୍ ନିଜର୍ ନିଜର୍ ବିତ୍ରେ ଜିସୁର୍ ବିସଇ କାତା ଅଇତେ ରଇଲାଇ । କେତେ ଲକ୍ ଜିସୁ ବେସି ନିକ ଲକ୍, ବଲି କଇତେ ରଇଲାଇ ମାତର୍ ଆରି ଅଦେକ୍ ଲକ୍ମନ୍ ତାକେ ନାଇ, ସେ ଲକ୍ମନ୍କେ ବୁଲ୍ ସିକିଆ ଦେଲାନି, ବଲି କଇତେ ରଇଲାଇ । အခန်းကိုကြည့်ပါ။ |