14 ଆରି ପରବ୍ ଅଦାଅଦି ସାରିଗାଲା ପଚେ, ଜିସୁ ମନ୍ଦିର୍ ବିତ୍ରେ ଜାଇକରି ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
ଜିସୁ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନା ବିକା କର୍ତେ ରଇବା ସବୁ ଲକ୍ମନ୍କେ ବାର୍କରାଇ ଦେଲା । ଡାବୁ ବାଦ୍ଲାଉମନର୍ ଟେବୁଲ୍ ଆରି ପରୁଆ ବିକୁମନର୍ ବସ୍ବାଟା ପାସ୍ଲାଇ ଦେଲା ।
ତାର୍ ପଚେ ଜିସୁ ତେଇ ଟୁଲ୍ଅଇରଇବା ଲକ୍ମନ୍କେ କଇଲା, “ମୁଇ କାଇ ଗଟେକ୍ ପାଲାଇବା କାଙ୍ଗାର୍ଜେ ଟେଙ୍ଗ୍ ଡାଙ୍ଗ୍ ଆରି କାଣ୍ଡା ଦାରି ମକେ ଦାର୍ବାର୍ ଆସିଆଚାସ୍ ? ମୁଇ ସବୁ ଦିନ୍ ମନ୍ଦିରେ ବସି ସିକିଆ ଦେଇତେ ରଇଲି, ସେବେଲେତା ମକେ ଦାରାସ୍ ନାଇ !
ତାର୍ ପଚେ ଜିସୁ ସବୁଦିନେ ଜିରୁସାଲାମ୍ ମନ୍ଦିରେ ସିକିଆ ଦେଇତେ ରଇଲା । ମାତର୍ ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଆରି ନେତାମନ୍ ମିସି ଜିସୁକେ ମରାଇବାକେ ଚେସ୍ଟା କର୍ତେ ରଇଲାଇ ।
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ସେ ବେଲେ ଜିଉଦିମନର୍ ଗଟେକ୍ କୁଡିଆ ପରବ୍ ଲଗେ କେଟି ରଇଲା ।
ଜିସୁ ମନ୍ଦିରେ ସିକିଆ ଦେବାବେଲେ ବେସି ଆଉଲିଅଇ କଇଲା, “ଉଁ ତମେ ମକେ ନିକ ସଙ୍ଗ୍ ଜାନିଆଚାସ୍ । ସତଇସେ ମୁଇ କେ ଆରି କନ୍ତିଅନି ଆସିଆଚି ଜାନିଆଚାସ୍ କି ? ମାତର୍ ମୁଇ ମର୍ ନିଜର୍ ଅଦିକାରେ ଆସିନାଇ, ମକେ ଜେ ପାଟାଇ ଆଚେ ସେ ସତ୍ । ତମେ ତାକେ ନାଜାନାସ୍ ।
ପରବର୍ ସାରାସାରି ଦିନେ, ଜନ୍ଟାକି ମୁକିଅ ଦିନେ, ଜିସୁ ଟିଆଅଇ ଆକ୍ମାରି କଇଲା, “ଜଦି କାକେ ସସ୍ କଲାନି, ସେ ମର୍ ଲଗେ ଆସ ।
ତାର୍ ଆର୍କର୍ ଦିନର୍ ସାକାଲେ ସେ ମନ୍ଦିରେ ବାଉଡି ଆଇଲା ଆରି ତେଇ ସବୁଲକ୍ ତାର୍ଲଗେ ରୁଣ୍ଡ୍ଲାଇଜେ, ସେ ବସିକରି ସେମନ୍କେ ସିକାଇବାର୍ ଦାର୍ଲା ।
ଜିସୁ ମନ୍ଦିରର୍ ଦାନ୍ ସଙ୍ଗଇବା ପେଡିମନ୍ ରଇବା ଆକ୍ରାଇ ଏ ସବୁ ବିସଇ ସିକିଆ ଦେଇତେରଇଲା । ଆରି କେ ମିସା ତାକେ ବନ୍ଦି କରି ନାପାର୍ଲାଇ । କାଇକେବଇଲେ ତାର୍ ବେଲା କେଟି ନ ରଇଲା ।