ଜଅନ୍ 7:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜନ୍ ଲକ୍ ନିଜର୍ ଅଦିକାରେଅନି କାତା କଇସି ସେ ନିଜେ ମଇମା ପାଇ ଅଇବାକେ କଇସି । ମାତର୍ ଜନ୍ଲକ୍ ମକେ ପାଟାଇଲା ଲକ୍ ସନ୍ମାନ୍ ପାଅ ବଲି ମନ୍ କର୍ସି ବଇଲେ, ସେ ମିଚ୍ ନ କଇ ସତ୍ କାତା କଇସି । ଆରି ତାର୍ଟାନେ କାଇ ବୁଲ୍ ବିସଇ ନ ରଏ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !