27 ଜେଡେବେଲେ ପର୍ମେସର୍ ପାଟାଇଲା ମସିଅ ଆଇସି, ସେଡ୍କିବେଲେ ସେ କନ୍ତି ଅନି ଆସିଆଚେ ବଲି କେ ମିସା ନାଜାନତ୍ । ମାତର୍ ଏ ଲକ୍ କନ୍ତିଅନି ଆସିଆଚେ, ସେଟା ଆମେ ସବୁ ଜାନୁ ।”
ଏ ଲକ୍ତା ସେ ବାଡଇ । ସେ ମରିୟମର୍ ପଅ, ଜାକୁବ୍, ଜସି, ଜିଉଦା ଆରି ସିମନ୍ ତାର୍ ବାଇ ଅଇବାଇ । ଆର୍ ବଇନିମନ୍ ତା ଇତି ଆମର୍ ସଙ୍ଗ୍ ଆଚତ୍ । ” ଏନ୍ତାରି କଇକରି ସେମନ୍ ତାକେ ମାନତ୍ ନାଇ ।
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
ସେମନ୍ କଇଲାଇ “ଏଟା ଜସେପର୍ ପିଲା ଜିସୁ ନଏଁ କି ? ଆମେ ତାର୍ ଆୟା ବାବାକେ ଜାନି ଆଚୁ । ସେ କେନ୍ତି ‘ମୁଇ ସର୍ଗେଅନି ଆସିଆଚି’ ବଲି କଇଲାନି ?”
ତେଇ ଜିଉଦି ନେତାମନ୍ କାବାଅଇଜାଇ କରି କଇଲାଇ, “ଏ ଲକ୍ ପାଟ୍ ନ ପଡି ମିସା କେନ୍ତି ଏତ୍କି ବିସଇ ଜାନିଆଚେ ?”
ପର୍ମେସର୍ ମସାର୍ତେଇ କାତା ଅଇରଇଲାଟା ଆମେ ଜାନିଆଚୁ, ମାତର୍ ଏ ଲକ୍ କନ୍ତିଅନି ଆଇଲାଆଚେ, ସେଟା ନାଜାନୁ ।”
ଲକ୍ମନ୍ ନିନ୍ଦା କଲାବେଲେ ତାକେ ନିଆଇ ମିଲେ ନାଇ ତାର୍ କୁଟୁମର୍ ଲକର୍ ବିସଇ, କେ କଇ ନାପାରତ୍, କାଇକେବଇଲେ ମଚ୍ପୁରେ ତାର୍ ଜିବନ୍ ସାରିଗାଲା ଆଚେ ।”