ଜଅନ୍ 7:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଜିସୁ ମନ୍ଦିରେ ସିକିଆ ଦେବାବେଲେ ବେସି ଆଉଲିଅଇ କଇଲା, “ଉଁ ତମେ ମକେ ନିକ ସଙ୍ଗ୍ ଜାନିଆଚାସ୍ । ସତଇସେ ମୁଇ କେ ଆରି କନ୍ତିଅନି ଆସିଆଚି ଜାନିଆଚାସ୍ କି ? ମାତର୍ ମୁଇ ମର୍ ନିଜର୍ ଅଦିକାରେ ଆସିନାଇ, ମକେ ଜେ ପାଟାଇ ଆଚେ ସେ ସତ୍ । ତମେ ତାକେ ନାଜାନାସ୍ । အခန်းကိုကြည့်ပါ။ |