ଜଅନ୍ 7:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ଲକ୍ମନ୍ ଜିସୁର୍ ବିସଇ ତାକର୍ ବିତ୍ରେ ଏନ୍ତାରି କାତା ଅଇତେ ରଇଲାଟା ପାରୁସି ଦଲର୍ କେତେକ୍ ଲକ୍ମନ୍ ସୁନ୍ଲାଇ । ତେବେ ମୁକିଅ ପୁଜାରିମନ୍ ଆରି ପାରୁସି ଲକ୍ମନ୍ ଜିସୁକେ ବନ୍ଦି କର୍ବାକେ କେତେଟା ମନ୍ଦିର୍ ଜାଗୁଆଲ୍ମନ୍କେ ପାଟାଇଲାଇ । အခန်းကိုကြည့်ပါ။ |