ଜଅନ୍ 7:39 - ସତିଅର୍ ବାଟ୍ ନୁଆ ନିୟମ୍ 202039 ଜିସୁ ଜିବନ୍ ଦେବା ପାନି ବଲି ସୁକଲ୍ ଆତ୍ମାର୍ ବିସଇ କଇତେ ରଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ ପଚେ ପର୍ମେସର୍ ଏ ସୁକଲ୍ ଆତ୍ମା ଦେଇସି । ମାତର୍ ଏବେ ଜାକ, କାକେ ଦେଇ ନ ରଇଲାଇ । କାଇକେବଇଲେ ଜିସୁ ସେବେଲା ଜାକ ମଇମାଇ ପୁରାପୁରୁନ୍ ନ ଅଇରଇଲା । အခန်းကိုကြည့်ပါ။ |