41 ଆରି ଅଦେକ୍ ଲକ୍ କଇଲାଇ, “ସେ ପର୍ମେସର୍ ବାଚି ପାଟାଇଲା ମସିଅ” ବଲି । ଆରି ଅଦେକ୍ ଲକ୍ମନ୍ ପାଚାର୍ଲାଇ, “ପର୍ମେସର୍ ବାଚି ପାଟାଇଲା ରାଜା ମସିଅ କାଇ ଗାଲିଲି ଦେସେଅନି ନ ଆସେ କି ?
ସେ ଦାପ୍ରେ ସେ ତାର୍ ବାଇ ସିମନ୍ ପିତର୍କେ କଜିକରି ବେଟ୍ ପାଇ କଇଲା, “ପର୍ମେସର୍ ବାଚି ପାଟାଇଲା ମସିଅକେ ଆମେ ବେଟ୍ପାଇଲୁ ।”
ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି ?” ପିଲିପ୍ ତାକେ କଇଲା, “ତୁଇ ଆସିକରି ଦେକ୍ !”
ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା !”
ସେ ମାଇଜି କଇଲା, “ମୁଇ ଜାନି, ମସିଅ ଜାକେ କି କିରିସ୍ଟ ବଲ୍ବାଇ । ସେବେଲାଇ ଆସି ଆମ୍କେ ସବୁ ବିସଇ ବୁଜାଇ ଦେଇସି ।”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ଲକ୍ମନ୍ ସେ ମାଇଜିକେ କଇଲାଇ, “ତୁଇ କଇଲାକେ ଆମେ ବିସ୍ବାସ୍ କରୁନାଇ, ଆମେ ନିଜେ ତାର୍ କାତା ସୁନି କରି ଏ ଆକା ଦୁନିଆର୍ ରକିଆକରୁ ବଲି ବିସ୍ବାସ୍ କଲୁ ।”
ତମେତା ପର୍ମେସରର୍ ଟାନେଅନି ଆଇଲା ସୁକଲ୍ ଲକ୍ ବଲି, ଏବେ ଆମେ ବିସ୍ବାସ୍ କରି ଜାନ୍ଲୁ ।”
ଜେଡେବେଲେ ପର୍ମେସର୍ ପାଟାଇଲା ମସିଅ ଆଇସି, ସେଡ୍କିବେଲେ ସେ କନ୍ତି ଅନି ଆସିଆଚେ ବଲି କେ ମିସା ନାଜାନତ୍ । ମାତର୍ ଏ ଲକ୍ କନ୍ତିଅନି ଆସିଆଚେ, ସେଟା ଆମେ ସବୁ ଜାନୁ ।”
ମାତର୍ ତେଇ ରଇଲା ଲକ୍ମନର୍ ବିତ୍ରେଅନି କେତେକ୍ ଲକ୍ ଜିସୁକେ ବିସ୍ବାସ୍ କରି କଇଲାଇ, “ମସିଅ ଆଇଲେ ଆର୍ଟାନେଅନି ସେ କାଇ ଅଦିକ୍ କାବା ଅଇଜିବା କାମ୍ କର୍ସି କି ? ନାଇ ନ କରେ ।”
ବିନ୍ଲକ୍ମନ୍ କଇଲାଇ, “ଏନ୍ତି ବଇଲେ ତୁଇ ମିସା କାଇ ଗଟେକ୍ ଗାଲିଲିର୍ ଲକ୍ କି ? କେ ମିସା ପର୍ମେସରର୍ ତେଇଅନି ବବିସତ୍କାତା କଇବା ଲକ୍ ଗାଲିଲିଅନି ଆସତ୍ ନାଇ ।”