43 ଏନ୍ତି ସେମନର୍ ବିତ୍ରେ ଜିସୁର୍ ବିସଇନେଇ ବାଗ୍ ବାଗ୍ ଅଇଲାଇ ।
ମର୍ ଲାଗି ପିଲା ବାବାକେ ବିରଦ୍ କର୍ସି, ଟକି ଆୟାକେ ବିରଦ୍ କର୍ସି ଆରି ବୁଆରି ସାତ୍ରିର୍ ବିରଦେ ଉଟ୍ସି ।
ଜଗତେ ସାନ୍ତି ଦେବାକେ ଆସିଆଚେ ବଲି ତମେ କାଇ ମକେ ବାବ୍ଲାସ୍ନି କି ? ନାଇ ମୁଇ ସାନ୍ତି ଆନ୍ବାକେ ନାଇ, ମାତର୍ ବିଚାର୍ନା କର୍ବାକେ ଆସିଆଚି ।
ଜିସୁର୍ ଏ ସବୁ କାତାର୍ ଲାଗି ଜିଉଦିମନ୍ ବାଗ୍ ବାଗ୍ ଅଇଗାଲାଇ ।
ତେଇ ରଇଲା ବେସି ଲକ୍ମନ୍ ନିଜର୍ ନିଜର୍ ବିତ୍ରେ ଜିସୁର୍ ବିସଇ କାତା ଅଇତେ ରଇଲାଇ । କେତେ ଲକ୍ ଜିସୁ ବେସି ନିକ ଲକ୍, ବଲି କଇତେ ରଇଲାଇ ମାତର୍ ଆରି ଅଦେକ୍ ଲକ୍ମନ୍ ତାକେ ନାଇ, ସେ ଲକ୍ମନ୍କେ ବୁଲ୍ ସିକିଆ ଦେଲାନି, ବଲି କଇତେ ରଇଲାଇ ।
କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।” ଆରି ଅଦେକ୍ ଲକ୍ମନ୍ କଇଲାଇ, “ଗଟେକ୍ ପାପି ଲକ୍ କେବେ ମିସା ଏନ୍ତି କାବାଅଇଜିବା କାମ୍ କରିନାପାରେ ।” ଏନ୍ତି ଜିଉଦି ଲକ୍ମନ୍ ଦୁଇ ବାଗ୍ ଅଇଗାଲାଇ ।
ଇକନିଆ ନଅରର୍ ଲକ୍ମନ୍ ଦୁଇଟା ଦଲେ ବାଗ୍ ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ ଜିଉଦିମନର୍ ବାଟେ ଆରି କେତେ ଲକ୍ ପେରିତ୍ ସିସ୍ମନର୍ ବାଟେ ଅଇଲାଇ ।