47 ପାରୁସିମନ୍ ସେମନ୍କେ କଇଲାଇ, “ଏନ୍ତି ବଇଲେ ତମ୍କେ ମିସା ସେ ବକୁଆ କରିଦେଲା କି ?”
ଜିସୁ କଇଲା, “ତମେ କାଇକେ ପର୍ମେସରର୍ ଆଦେସ୍ ନ ମାନି ନିଜର୍ ରିତିନିତି ଇସାବେ କାମ୍ କଲାସ୍ନି ?”
“ଆଗିଆଁ, ସେ ବେସି ମିଚୁଆଟା । ବଁଚିରଇଲାବେଲେ ‘ମୁଇ ତିନ୍ଦିନ୍ ପଚେ ଆରିତରେକ୍ ଉଟ୍ବି’ ବଲି କଇତେ ରଇଲା । ଏଟା ଆମର୍ ମନେ ଆଚେ ।
ତେଇ ରଇଲା ବେସି ଲକ୍ମନ୍ ନିଜର୍ ନିଜର୍ ବିତ୍ରେ ଜିସୁର୍ ବିସଇ କାତା ଅଇତେ ରଇଲାଇ । କେତେ ଲକ୍ ଜିସୁ ବେସି ନିକ ଲକ୍, ବଲି କଇତେ ରଇଲାଇ ମାତର୍ ଆରି ଅଦେକ୍ ଲକ୍ମନ୍ ତାକେ ନାଇ, ସେ ଲକ୍ମନ୍କେ ବୁଲ୍ ସିକିଆ ଦେଲାନି, ବଲି କଇତେ ରଇଲାଇ ।
କେବେ କେବେ ଆମ୍କେ ସନ୍ମାନ୍ ମିଲ୍ଲାନି । ମାତର୍ କେବେ କେବେ ତଲେ ପାକାଇଲାଇନି । କେବେ କେବେ ନିକ ଲକ୍ ବଲାଇଅଇଲୁନି । ମାତର୍ କେବେ କେବେ ଆମେ ନିନ୍ଦା ପାଇଲୁନି ।