52 ବିନ୍ଲକ୍ମନ୍ କଇଲାଇ, “ଏନ୍ତି ବଇଲେ ତୁଇ ମିସା କାଇ ଗଟେକ୍ ଗାଲିଲିର୍ ଲକ୍ କି ? କେ ମିସା ପର୍ମେସରର୍ ତେଇଅନି ବବିସତ୍କାତା କଇବା ଲକ୍ ଗାଲିଲିଅନି ଆସତ୍ ନାଇ ।”
ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି ?” ପିଲିପ୍ ତାକେ କଇଲା, “ତୁଇ ଆସିକରି ଦେକ୍ !”
ତମେ ଜତନ୍ସଙ୍ଗ୍ ସାସ୍ତର୍ମନ୍ ପଡି କଜ୍ଲାସ୍ନି । ତେଇଅନି ନ ସାର୍ବା ଜିବନ୍ ପାଇଅଇସି ବଲି ସେ ସବୁ ପଡ୍ଲାସ୍ନି । ସେ ସବୁ ସାସ୍ତର୍ ମର୍ ବିସଇସେ ସାକି ଦେଲାନି ।
ଆରି ଅଦେକ୍ ଲକ୍ କଇଲାଇ, “ସେ ପର୍ମେସର୍ ବାଚି ପାଟାଇଲା ମସିଅ” ବଲି । ଆରି ଅଦେକ୍ ଲକ୍ମନ୍ ପାଚାର୍ଲାଇ, “ପର୍ମେସର୍ ବାଚି ପାଟାଇଲା ରାଜା ମସିଅ କାଇ ଗାଲିଲି ଦେସେଅନି ନ ଆସେ କି ?
ତାର୍ ପଚେ ତେଇ ରଇଲା ଲକ୍ମନ୍ ସେ ଜାଗା ଚାଡିକରି ନିଜର୍ ନିଜର୍ ଗରେ ବାଉଡି ଗାଲାଇ ।
ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି ?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।