8 ତମେ ପରବ୍ କର୍ବାକେ ଜାଆ, ମୁଇ ଜାଇ ନାପାରି । କାଇକେ ବଇଲେ ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା ।”
ଜିସୁ କଇଲା, “ନଅରେ ଜାଇ ସେ ଲକ୍କେ କଇସା, ତାର୍ ଦିନ୍କାଲ୍ କେଟି ଆଇଲାନି ବଲି ଗୁରୁ କଇଲା ଆଚେ । ତାର୍ ସିସ୍ମନର୍ ସଙ୍ଗ୍ ତମର୍ ଗରେ ସେ ନିସ୍ତାର୍ ପରବ୍ ମାନ୍ସି ।”
ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
ଜିସୁ ଏ କାତା କଇବାବେଲେ, ସେମନ୍ ସୁନିକରି ତାକେ ଦାର୍ବାକେ ଚେସ୍ଟା କଲାଇ । ମାତର୍ କେ ମିସା ଚିଇ ନାପାର୍ଲାଇ । କାଇକେ ବଇଲେ ସେଡ୍କି ବେଲା ଜାକ ତାର୍ ବେଲା କେଟି ନ ରଇଲା ।
ଜିସୁ ତାର୍ ବାଇମନ୍କେ କଇଲା, “ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା । ମାତର୍ ତମର୍ପାଇ ସବୁ ବେଲା ସମାନ୍ସେ ।
ଜିସୁ ସେମନ୍କେ ଏ ସବୁ କାତା କଇକରି ଗାଲିଲିତେଇସେ ରଇଗାଲା ।
ଜିସୁ ମନ୍ଦିରର୍ ଦାନ୍ ସଙ୍ଗଇବା ପେଡିମନ୍ ରଇବା ଆକ୍ରାଇ ଏ ସବୁ ବିସଇ ସିକିଆ ଦେଇତେରଇଲା । ଆରି କେ ମିସା ତାକେ ବନ୍ଦି କରି ନାପାର୍ଲାଇ । କାଇକେବଇଲେ ତାର୍ ବେଲା କେଟି ନ ରଇଲା ।
ଜିସୁର୍ ଏ ସବୁ କାତା ସୁନି, ବେସି ଲକ୍ମନ୍ ତାକେ ବିସ୍ବାସ୍ କଲାଇ ।