10 ଜିସୁ ଟିଆଅଇ ତାକେ ପାଚାର୍ଲା, “ସେ ଲକ୍ମନ୍ କେନେ ଗାଲାଇ ? ଇତି କେ ମିସା ତକେ ଦସ୍ ଦାର୍ବାକେ ନାଇ କି ?”
ମାତର୍ ସେମନ୍ ତାକେ ତର୍କେ ତର୍ ପାଚାରିଲାଗି ରଇଲାଇ ଜେ ସେ ଟିଆଅଇ କଇଲା, “ ଇତି ମୁଲ୍କେ ପାପ୍ ନ କଲା ଲକ୍ କେ ଆଚାସ୍ ବଇଲେ ସେ ଆଗ୍ତୁ ଆସିକରି ତାକେ ପାକ୍ନା ମାର ।”
ଜିସୁର୍ ଏ କାତା ସୁନି ମାଇଜିକେ ଆନିରଇବା ସବୁଲକ୍ ସେ ଜାଗାଇଅନି ଗଟେକ୍ ଗଟେକ୍ ଲକ୍ ବାରଇ ଉଟିଗାଲାଇ । ପର୍ତୁମ୍ ଡକ୍ରାମନ୍ ଗାଲାଇ । ତେଇ ସାରାସାରି ଜାକ ଜିସୁ ଆରି ସେ ମାଇଜିସେ ରଇଲାଇ ।