ଜଅନ୍ 8:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, “ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।” အခန်းကိုကြည့်ပါ။ |
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।