ଜଅନ୍ 8:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଜିସୁ ସେମନ୍କେ କଇଲା, “ନାଇ, ମୁଇ ମର୍ ନିଜର୍ ପାଇ ସାକି ଦେଲେ ମିସା, ମୁଇ ଜନ୍ଟା କଇଲିନି ସେଟା ସତ୍ସେ । କାଇକେ ବଇଲେ ମୁଇ କନ୍ତିଅନି ଆଇଲି ଆଚି ଆରି କନ୍ତି ଗାଲିନି, ସେଟା ମୁଇସେ ଜାନି । ମାତର୍ ମୁଇ କନ୍ତିଅନି ଆଇଲିଆଚି ଆରି କନ୍ତି ଜିବି, ସେଟା ତମେ ନାଜାନାସ୍ । အခန်းကိုကြည့်ပါ။ |