16 ଜଦି ମୁଇ ବିଚାର୍ କର୍ତି ବଇଲେ ମର୍ ବିଚାର୍ ପୁରାପୁରୁନ୍ ଟିକ୍ ଅଇତା । କାଇକେ ବଇଲେ ମୁଇ ଗଟେକ୍ ଲକ୍ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବା ମିସା ମର୍ ସଙ୍ଗ୍ ମିସ୍ତେ ଆଚେ ।
ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
ଜେ ମକେ ପାଟାଇଆଚେ, ସେ ମର୍ ସଙ୍ଗ୍ ଆଚେ । ସେ ମକେ ଏକ୍ଲା ଚାଡି ଦେଏନାଇ, କାଇକେବଇଲେ ସେ ଜାଇଟା ମନ୍କଲାନି, ମୁଇ ସେଟାସେ କଲିନି ।”
ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
ତାର୍ପଚେ ସରଗ୍ ଉଗାଡି ଅଇଲାଟା ମୁଇ ଦେକ୍ଲି । ଆରି ଏଦେ ଦେକା ! ଗଟେକ୍ ଦବ୍ ଗଡା ଆଇବାଟା ଡିସ୍ଲା । ଗଡା ଚାଲାଉର୍ ନାଉଁ ଅଇଲାନି ବିସ୍ବାସ୍ କର୍ବାଟା ଆରି ସତ୍ଟା । ସେ ଅନିଆଇ ନ କରି ତାର୍ ଜୁଇଦ୍ କର୍ସି ଆରି ଜିତ୍ସି ।