17 କାଇଆଲେ ଗଟ୍ନାର୍ ବିସଇ ରଇଲେ, ଦୁଇ ଲକର୍ ସାକି ସମାନ୍ ଅଇଲାନି ବଇଲେ, ସେମନ୍ କଇଲା କାତା ସତ୍ସେ । ତମର୍ ଦରମ୍ ସାସ୍ତରେ ଏନ୍ତି ଲେକା ଅଇଲା ଆଚେ ।
ଆରି ଜଦି ସେ ନ ସୁନ୍ଲେ, ଗଟେକ୍ ଲକ୍କେ ନଇଲେ ଦୁଇ ଲକ୍କେ ଡାକି ନେଇ ତାର୍ ଲଗେ ଜାଆ । ଆମର୍ ସାସ୍ତର୍ ନିୟମ୍ ଇସାବେ, ଦୁଇଟା ନଇଲେ ତିନ୍ଟା ସାକିର୍ ମୁଆଟେ ତମର୍ ଦାବି ସତ୍ ବଲି ଜାନା ପଡ୍ସି ।
ଜିସୁ ସେମନ୍କେ କଇଲା, “ତମର୍ ରିତିନିତି ଟାନେ କାଇ ଏଟା ଲେକାନାଇ କି ? ପର୍ମେସର୍ କଇଲା ତମେ ପର୍ମେସର୍ ।
ମାତର୍ ଏସବୁ ଗଟ୍ବାର୍ ରଇଲା । କାଇକେବଇଲେ ସେଟାର୍ ଲାଗି ସେମନର୍ ସାସ୍ତରେ ଜାଇଟା ଲେକାଅଇଲା ଆଚେ, ସେଟା ସିଦ୍ ଅଇଲା । କାଇ ଦସ୍ ନ ରଇତେ ସେମନ୍ ମକେ ଗିନ୍ କଲାଇ ।
ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ ।
ମସାର୍ ରିତିନିତିର୍ ତଲେସେ ରଇବାକେ ତମେ ମନ୍ କଲାସ୍ନି କି ? ମକେ କଇଦେକାପନି, ତମେ କାଇ ରିତିନିତିଟାନର୍ ବାକିଅ ସୁନାସ୍ ନାଇ କି ?
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକ୍କେ କାଇଟା ଅଇତେରଇଲା ବଲି ବାବିଦେକା । ଦୁଇ କି ତିନ୍ ଲକ୍ ତାର୍ ପାପର୍ ଲାଗି ସାକିଦେଲେ, ସେ କାଇମିସା ଦୟା ନ ପାଇକରି ମର୍ବାକେ ଆଦେସ୍ ଦେଇତେରଇଲାଇ ।
ଜେଡେବେଲେ ଲକ୍ମନ୍ ତାକର୍ ଜାନିରଇବା ବିସଇନେଇ ସାକିଦେବାଇ, ଆମେ ସେମନ୍କେ ବିସ୍ବାସ୍ କର୍ବୁ । ମାତର୍ ପର୍ମେସର୍ ଆମ୍କେ ସାକିଦେବାଟା ତାର୍ତେଇଅନି ଅଦିକ୍ ମୁକିଅ । କାଇକେବଇଲେ ସେଟା ପର୍ମେସରର୍ ସାକି । ସେ ତାର୍ ନିଜର୍ ପଅର୍ ବିସଇନେଇ ଆମ୍କେ ସାକିଦେଲାନି ।
ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।