18 ମୁଇ ନିଜେ ନିଜର୍ ବିସଇ ସାକି ଦେଲିନି, ଆରି ମକେ ପାଟାଇଲା ପର୍ମେସର୍ ମିସା ମର୍ ସାକି ଦେଲାନି ।”
ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି,
ବାବା ଆରି ମୁଇ ଗଟେକ୍ ସେ ।”
ମୁଇ ଦୁଆର୍, ଜଦି କେ ମିସା ମର୍ ବାଟେ ଆସି କେଟ୍ସି ବଇଲେ, ସେ ରକିଆପାଇସି, ଆରି ସେ ବିତ୍ରେ ଆରି ବାଇରେ ଜାଇ ଚାରି ପାର୍ସି ।
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
ଜିସୁ ତାକେ କଇଲା, “ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।”
ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, “ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।”
ଜିଉଦି ନେତାମନ୍ ପାଚାର୍ଲାଇ, “ତୁଇ କେ ? ଆମ୍କେ କ ।” ଜିସୁ ସେମନ୍କେ କଇଲା, “ଆରାମେ ଅନି ମୁଇ କେ ବଲି କଇଆଇଲିନି ।
ମୁଇ ମର୍ ବାବା ସଙ୍ଗ୍ ରଇଲାବେଲେ ମକେ ସେ ଜାଇଟା ଦେକାଇଆଚେ, ସେଟା ତମ୍କେ କଇଲିନି । ମାତର୍ ତମର୍ ବାବା ତମ୍କେ ଜାଇଟା ସିକାଇଆଚେ, ସେଟା କଲାସ୍ନି ।”
ମୁଇ ତମ୍କେ ସତ୍କାତା କଇଲିନି, ଜେ ମୁଇ ସିକାଇବା କାତା ମାନ୍ସି, ସେ କେବେ ମିସା ନ ମରେ ।”
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଅବ୍ରାଆମ୍ ଜନମ୍ ଅଇବା ଆଗ୍ତୁଅନି ମୁଇ ଆଚି ।”
ସେମନ୍ ପର୍ମାନ୍ କଲାଟା ସତ୍ ବଲି ପର୍ମେସର୍ ମିସା ସାକିଦେଲା । କାଇକେବଇଲେ ସେ ସେମନ୍କେ, କେତେ ରକାମର୍ ଚିନ୍ ଆରି କାବାଅଇଜିବା କାମ୍ମନ୍, ନ ଗଟ୍ବା ଗଟ୍ନାମନ୍ କର୍ବାକେ ବପୁଦେଲା । ତାର୍ ମନ୍ କଲା ଇସାବେ ସୁକଲ୍ଆତ୍ମାର୍ ଦାନ୍ ମିସା ସେମନ୍କେ ବାଟାକରି ଦେଇ ରଇଲା ।