24 ତମେ ନିଜର୍ ନିଜର୍ ପାପ୍ କେମା ନ କରାଇଅଇତେ ମର୍ସା ବଲି ମୁଇ ତମ୍କେ କଇରଇଲି । ନିଜେ ମୁଇ ସେ । ଏଟାକେ ବିସ୍ବାସ୍ ନ କଲେ, ତମେ ନିଜର୍ ପାପେ ସେ ମର୍ସା ।”
କେତେ କେତେ ଲକ୍ମନ୍ ମର୍ ନାଉଁ ଦାରି ଆସି କଇବାଇ, ‘ମୁଇ ଆକା କିରିସ୍ଟ ମସିଅ ।’ ସେମନ୍ ଏନ୍ତାର୍ କଇ କେତେ କେତେ ଲକ୍ମନ୍କେ ନାଡାଇବାଇ ।
କାଇକେବଇଲେ ବେସି ଲକ୍ମନ୍ ମର୍ ନାଉଁ ଦାରି, ସେମନ୍ କିରିସ୍ଟ ବଲି ବେସି ଲକ୍ମନ୍କେ ବୁଲ୍କାଇବାଇ ।
ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ ।
ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
କେ ପର୍ମେସରର୍ ପିଲାକେ ବିସ୍ବାସ୍ କଲାନି ତାର୍ ବିଚାର୍ନା ନଏଁଁ । ମାତର୍ ଜେ ପର୍ମେସରର୍ ପିଲାକେ ବିସ୍ବାସ୍ କରେନାଇ ତାର୍ ବିଚାର୍ନା ଅଇସାର୍ଲାବେ । କାଇକେବଇଲେ ସେ ଗଟେକ୍ ବଲି ପିଲାକେ ବିସ୍ବାସ୍ କରେନାଇ ।
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । ”
ଜିସୁ ତାକେ କଇଲା, “ଏବେ ତର୍ ସଙ୍ଗ୍ ଜେ କାତା ଅଇଲାନି, ମୁଇ ସେ ।”
ଜିସୁ ଲକ୍ମନ୍କେ ଆରି ତରେକ୍ କଇଲା, “ମୁଇ ଗାଲିନି ଆରି ତମେ ମକେ କଜ୍ସା । ମାତର୍ ନିଜର୍ ନିଜର୍ ପାପ୍ କେମା ନ କରାଇଅଇ ମର୍ସା । ଆରି ମୁଇ ଜନ୍ ଜାଗାଇ ଜିବି ତମେ ତେଇ ଆସି ନାପାରାସ୍ ।”
ଜିଉଦି ନେତାମନ୍ ପାଚାର୍ଲାଇ, “ତୁଇ କେ ? ଆମ୍କେ କ ।” ଜିସୁ ସେମନ୍କେ କଇଲା, “ଆରାମେ ଅନି ମୁଇ କେ ବଲି କଇଆଇଲିନି ।
ସେଟାର୍ପାଇ ସେ ସେମନ୍କେ କଇଲା, “ତମେ ନର୍ପିଲା ମକେ କୁର୍ସେ କୁଟି ମାରି ଉଟାଇଲାବେଲେ ଜାନ୍ସା, ସେ ନିଜେ ମୁଇ ସେ । ମୁଇ ନିଜର୍ ଅଦିକାରେ କାଇଟା କରି ନାପାରି, ମର୍ ବାବାର୍ ଟାନେଅନି ଜାଇଟା ସିକ୍ଲି ଆଚି, ସେଟାସେ କଇଲିନି, ସେଟା ତମେ ବୁଜ୍ସା ।
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଅବ୍ରାଆମ୍ ଜନମ୍ ଅଇବା ଆଗ୍ତୁଅନି ମୁଇ ଆଚି ।”
ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
ଜନ୍ଟା ତମ୍କେ ପର୍ମେସର୍ କଇଲାନି, ନ ସୁନ୍ଲା ଲକର୍ପାରା ଉଆ ନାଇ । କାଇକେବଇଲେ ପର୍ମେସରର୍ କାତା ନ ମାନ୍ଲାକେ ଆମର୍ ଆନିଦାଦିମନ୍ ସିନୟ ପର୍ବତେ ଡଣ୍ଡ୍ ପାଇରଇଲାଇ । ଜନ୍ ଲକ୍ ଆମ୍କେ ସର୍ଗେଅନି କଇଲାନି, ସେ କାତା ଆମେ ନ ସୁନିକରି ଏଲାକଲେ, କେତେକ୍ ଅଦିକ୍ ଡଣ୍ଡ୍ ପାଇବୁ ?
ତେବେ ଏନ୍ତାରି ରଇବା ବଡ୍ ମୁକ୍ତି ଆମେ ଏଲା କରିଦେଲେ କେନ୍ତି ରକିଆ ପାଇବାର୍ ଅଇସି ? ଏ ମୁକ୍ତିର୍ ବିସଇ ପର୍ତମେ ମାପ୍ରୁ ନିଜେ ଜାନାଇ ଆଚେ ଆରି ତାର୍ଟାନେଅନି ସୁନିରଇବା ଲକ୍ମନ୍ ତେଇର୍ ସତ୍ ଆମର୍ଟାନେ ପର୍ମାନ୍ କରି ଜାନାଇ ଆଚତ୍ ।