26 ତମେ ପାପ୍ କରିରଇବାଟା ଆରି ଦସ୍ କରିରଇବା ବିସଇ ମର୍ ଟାନେ ବେସି ଆଚେ । କାଇକେବଇଲେ, ଜେ ମକେ ପାଟାଇ ଆଚେ, ତାର୍ତେଇ ଅନି ମୁଇ ଜାଇଟା ସୁନି ଆଚି, ସେଟା ସେ ଜାନାଇଲିନି ।”
ଏବେ ମୁଇ ତମ୍କେ ଗତିଦାଙ୍ଗ୍ଡାମନ୍ ବଲି ନ ଡାକି, କାଇକେ ବଇଲେ, ଗତିଦାଙ୍ଗ୍ଡା ତାର୍ ସାଉକାର୍ କାଇଟା କର୍ସି ସେଟା ନାଜାନେ । ମାତର୍ ମୁଇ ତମ୍କେ ମଇତର୍ ବଲି ଡାକ୍ବି, କାଇକେ ବଇଲେ ମୁଇ ବାବାର୍ତେଇ ଅନି ଜନ୍ ଜନ୍ ବିସଇ ସୁନି ଆଚି, ସେଟା ତମ୍କେ କଇଦେଲିଆଚି ।
“ମୁଇ ତମ୍କେ କେତେକ୍ କେତେକ୍ କାତା କଇବାର୍ ଆଚେ । ମାତର୍ ଏବେ ତମେ ସେ ସବୁ କାତା ଦାରିନାପାରାସ୍ ।
ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।
ମୁଇ ତକେ ସତ୍କାତା କଇଲିନି, ଆମେ ଜନ୍ଟା ଜାନୁ ସେଟା କଇଦେବୁ, ଜନ୍ଟା ଦେକିରଇବୁ ସେଟା ସାକି ଦେବୁ, ଅଇଲେ ମିସା ତୁଇ କାଇକେ ବିସ୍ବାସ୍ କରୁସ୍ନାଇ ?
ଜିସୁ ସେମନ୍କେ କଇଲା, “ମୁଇ ସିକାଇଦେବା ଏ ସିକିଆ ମର୍ ନିଜର୍ଟାନେ ଅନି ନଏଁ, ମାତର୍ ମକେ ପାଟାଇରଇବା ପର୍ମେସରର୍ ତେଇଅନି ଆସିଆଚେ ।
ଜିସୁ ମନ୍ଦିରେ ସିକିଆ ଦେବାବେଲେ ବେସି ଆଉଲିଅଇ କଇଲା, “ଉଁ ତମେ ମକେ ନିକ ସଙ୍ଗ୍ ଜାନିଆଚାସ୍ । ସତଇସେ ମୁଇ କେ ଆରି କନ୍ତିଅନି ଆସିଆଚି ଜାନିଆଚାସ୍ କି ? ମାତର୍ ମୁଇ ମର୍ ନିଜର୍ ଅଦିକାରେ ଆସିନାଇ, ମକେ ଜେ ପାଟାଇ ଆଚେ ସେ ସତ୍ । ତମେ ତାକେ ନାଜାନାସ୍ ।
ଜିଉଦି ନେତାମନ୍ ପାଚାର୍ଲାଇ, “ତୁଇ କେ ? ଆମ୍କେ କ ।” ଜିସୁ ସେମନ୍କେ କଇଲା, “ଆରାମେ ଅନି ମୁଇ କେ ବଲି କଇଆଇଲିନି ।
ମାତର୍ ଜିସୁ ତାର୍ ବାବାର୍ ବିସଇ ଏନ୍ତାରି କଇଲାନି ବଲି ସେମନ୍ ମୁଲ୍କେ ବୁଜି ନାପାର୍ଲାଇ ।
ପର୍ମେସର୍ ତେଇଅନି ସୁନ୍ଲା ସତ୍ କାତା ଚାଡି ମୁଇ ଆରି ତମ୍କେ କାଇଟା କଇନାଇ । ଅଇଲେ ମିସା ତମେ ମକେ ମରାଇବାକେ ଚେସ୍ଟା କଲାସ୍ନି । ମାତର୍ ଅବ୍ରାଆମ୍ ଏନ୍ତାରି କାଇ କାମ୍ କରି ନ ରଇଲା ।
ଜଦି ପର୍ମେସର୍ କଇବାଟା ସତ୍, ସେନ୍ତାର୍ ଆଲେ ମୁଇ କଇବାଟା ମିସା ସତ୍ ସେ । ଏକାବେଲେ ଉଁ ଆରି ନାଇ ବଲି, ନ କଇ ।