27 ମାତର୍ ଜିସୁ ତାର୍ ବାବାର୍ ବିସଇ ଏନ୍ତାରି କଇଲାନି ବଲି ସେମନ୍ ମୁଲ୍କେ ବୁଜି ନାପାର୍ଲାଇ ।
ତମେ ପାପ୍ କରିରଇବାଟା ଆରି ଦସ୍ କରିରଇବା ବିସଇ ମର୍ ଟାନେ ବେସି ଆଚେ । କାଇକେବଇଲେ, ଜେ ମକେ ପାଟାଇ ଆଚେ, ତାର୍ତେଇ ଅନି ମୁଇ ଜାଇଟା ସୁନି ଆଚି, ସେଟା ସେ ଜାନାଇଲିନି ।”
ସେଟାର୍ପାଇ ସେ ସେମନ୍କେ କଇଲା, “ତମେ ନର୍ପିଲା ମକେ କୁର୍ସେ କୁଟି ମାରି ଉଟାଇଲାବେଲେ ଜାନ୍ସା, ସେ ନିଜେ ମୁଇ ସେ । ମୁଇ ନିଜର୍ ଅଦିକାରେ କାଇଟା କରି ନାପାରି, ମର୍ ବାବାର୍ ଟାନେଅନି ଜାଇଟା ସିକ୍ଲି ଆଚି, ସେଟାସେ କଇଲିନି, ସେଟା ତମେ ବୁଜ୍ସା ।
ତମେ କାଇକେ ମର୍ କାତା ବୁଜି ନାପାର୍ଲାସ୍ନି ? କାଇକେ ବଇଲେ ତମେ ମର୍ ସିକିଆ ସୁନି ତବିର୍ଅଇ ରଇ ନାପାର୍ଲାସ୍ନି ।
ଜେତ୍କି ଲକ୍ ପର୍ମେସରର୍ ଅଇଲାଇ ଆଚତ୍, ସେମନ୍ ପର୍ମେସରର୍ କାତା ସୁନ୍ବାଇ । ଆରି ତମେ ପର୍ମେସରର୍ତେଇଅନି ଆଇଲା ଲକ୍ ନୁଆସ୍ । ସେଟାର୍ପାଇ ତମେ ମର୍ ବାକିଅ ସୁନାସ୍ ନାଇ ।”