ଜଅନ୍ 8:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ଜେ ମକେ ପାଟାଇଆଚେ, ସେ ମର୍ ସଙ୍ଗ୍ ଆଚେ । ସେ ମକେ ଏକ୍ଲା ଚାଡି ଦେଏନାଇ, କାଇକେବଇଲେ ସେ ଜାଇଟା ମନ୍କଲାନି, ମୁଇ ସେଟାସେ କଲିନି ।” အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।