3 ସେଡ୍କିବେଲେ କେତେଟା ସାସ୍ତର୍ ସିକାଉମନ୍ ଆରି ପାରୁସିମନ୍, ଗଟେକ୍ ବେସିଆନି ମାଇଜିକେ ବେସିଆ କାମ୍ କର୍ବାବେଲେ ଦାରିକରି ଜିସୁର୍ ଲଗେ ଆନ୍ଲାଇ । ତାକେ ସବୁ ଲକର୍ ମୁଆଟେ ଟିଆ କରାଇ ଜିସୁକେ ପାଚାର୍ଲାଇ,
ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
ତାର୍ ଆର୍କର୍ ଦିନର୍ ସାକାଲେ ସେ ମନ୍ଦିରେ ବାଉଡି ଆଇଲା ଆରି ତେଇ ସବୁଲକ୍ ତାର୍ଲଗେ ରୁଣ୍ଡ୍ଲାଇଜେ, ସେ ବସିକରି ସେମନ୍କେ ସିକାଇବାର୍ ଦାର୍ଲା ।
“ଏ ଗୁରୁ, ଏ ମାଇଜିକେ ବେସିଆ କାମ୍ କଲାବେଲେ ଦାରିଆଚୁ ।
ଜିସୁର୍ ଏ କାତା ସୁନି ମାଇଜିକେ ଆନିରଇବା ସବୁଲକ୍ ସେ ଜାଗାଇଅନି ଗଟେକ୍ ଗଟେକ୍ ଲକ୍ ବାରଇ ଉଟିଗାଲାଇ । ପର୍ତୁମ୍ ଡକ୍ରାମନ୍ ଗାଲାଇ । ତେଇ ସାରାସାରି ଜାକ ଜିସୁ ଆରି ସେ ମାଇଜିସେ ରଇଲାଇ ।
ତାର୍ ପଚେ ଲକ୍ମନ୍ ଆଗେଅନି କାଣା ଅଇରଇଲା ଲକ୍କେ ପାରୁସିମନର୍ ଲଗେ ଡାକିନେଲାଇ ।
ପେରିତ୍ମନ୍କେ ସେମନର୍ ମୁଆଟେ ଡାକାଇ ପାଚାର୍ଲାଇ, “ତମେ ଏଟା ସବୁ କେନ୍ତାର୍ କଲାସ୍ନି ? କାର୍ ବପୁସଙ୍ଗ୍ ନଇଲେ କାର୍ ନାଉଁଦାରି ଏଟା କଲାସ୍ନି ?”
ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି ।