30 ଜିସୁର୍ ଏ ସବୁ କାତା ସୁନି, ବେସି ଲକ୍ମନ୍ ତାକେ ବିସ୍ବାସ୍ କଲାଇ ।
ଆରି ସେ ଜାଗାଇ ବେସି ଲକ୍ମନ୍ ଜିସୁକେ ବିସ୍ବାସ୍ କଲାଇ ।
ଜିଉଦି ଲକ୍ମନର୍ ବିତ୍ରେଅନି, ବେସି ଲକ୍ ମରିୟମର୍ ଲଗେ ଆସିରଇଲାଇ, ଆରି ଜିସୁର୍ ଏ କାମ୍ ଦେକି, ତାକେ ବିସ୍ବାସ୍ କଲାଇ ।
ନିସ୍ତାର୍ ପରବ୍ବେଲେ ଜିସୁ ଜିରୁସାଲାମ୍ ରଇଲାବେଲେ କେତେକ୍ କେତେକ୍ ଲକ୍ ସେ କରିରଇବା କାବା ଅଇଜିବା କାମ୍ମନ୍ କଲାଟା ଦେକି ତାକେ ବିସ୍ବାସ୍ କଲାଇ ।
ଜିସୁ କଲା ଏ କାବାଅଇଜିବା କାମ୍ ଦେକିକରି ତେଇ ରଇଲା ଲକ୍ମନ୍ କଇଲାଇ “ଏ ଦୁନିଆଇ ପର୍ମେସରର୍ ଜନ୍ ବବିସତ୍ବକ୍ତା ଆଇବାର୍ ରଇଲା, ସତଇସେ ଏ ଆକା ।”
ମାତର୍ ତେଇ ରଇଲା ଲକ୍ମନର୍ ବିତ୍ରେଅନି କେତେକ୍ ଲକ୍ ଜିସୁକେ ବିସ୍ବାସ୍ କରି କଇଲାଇ, “ମସିଅ ଆଇଲେ ଆର୍ଟାନେଅନି ସେ କାଇ ଅଦିକ୍ କାବା ଅଇଜିବା କାମ୍ କର୍ସି କି ? ନାଇ ନ କରେ ।”