36 ସେଟାର୍ପାଇ ମୁଇ ଜଦି ତମ୍କେ ମୁକ୍ଲାଇବି ବଇଲେ, ସତଇସେ ତମେ ମୁକଲ୍ସା ।
“ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ, ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା, ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ, କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
ମାପ୍ରୁ ଡାକ୍ଲାବେଲେ ଜେ ଗତିଦାଙ୍ଗ୍ଡା ରଇଲା ସେ ଏବେ ମୁକ୍ଲି ରଇଲା ଲକ୍ । କାଇକେବଇଲେ ମାପ୍ରୁ ତାକେ ମୁକ୍ଲାଇ ଆଚେ । ସେନ୍ତାରିସେ ଏବେ ଜେ ମୁକ୍ଲିକରି ଆଚେ, ସେ କିରିସ୍ଟର୍ ଗତିଦାଙ୍ଗ୍ଡା ।
ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
ଏବେ ଆମେ ବାନ୍ଦ୍ନେଅନି ମୁକ୍ଲିଆଚୁ । ଆମ୍କେ କିରିସ୍ଟ ବାନ୍ଦନେଅନି ମୁକ୍ଲାଇଆଚେ । ସେଟାର୍ ପାଇ ଆମେ ବାନ୍ଦନ୍ କୁସ୍ଲାଇ ଡାଟ୍ ସଙ୍ଗ୍ ରଉଁ । ଆରି ତରେକ୍ ଗତିଦାଙ୍ଗ୍ଡାର୍ ବାନ୍ଦନେ ବାନ୍ଦିଅଇବାକେ ନ ଦେଉ ।