40 ପର୍ମେସର୍ ତେଇଅନି ସୁନ୍ଲା ସତ୍ କାତା ଚାଡି ମୁଇ ଆରି ତମ୍କେ କାଇଟା କଇନାଇ । ଅଇଲେ ମିସା ତମେ ମକେ ମରାଇବାକେ ଚେସ୍ଟା କଲାସ୍ନି । ମାତର୍ ଅବ୍ରାଆମ୍ ଏନ୍ତାରି କାଇ କାମ୍ କରି ନ ରଇଲା ।
ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।
ତମେ ପାପ୍ କରିରଇବାଟା ଆରି ଦସ୍ କରିରଇବା ବିସଇ ମର୍ ଟାନେ ବେସି ଆଚେ । କାଇକେବଇଲେ, ଜେ ମକେ ପାଟାଇ ଆଚେ, ତାର୍ତେଇ ଅନି ମୁଇ ଜାଇଟା ସୁନି ଆଚି, ସେଟା ସେ ଜାନାଇଲିନି ।”
ମୁଇ ଆଇବା ଦିନ୍ ଦେକ୍ବି ବଲି ତମର୍ ବାବା ଅବ୍ରାଆମ୍, ବେସି ଆସା କରି ସାର୍ଦା ଅଇତେ ରଇଲା । ଆରି ସେ ଦିନ୍କେ ଦେକି କରି ସାର୍ଦା ଅଇଲା” ବଲି କଇଲା ।
ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
ମାତର୍ ମୁଇ ଏବେ ସତ୍ କଇଲାର୍ ପାଇ, କାଇ ତମର୍ ସତ୍ରୁ ଅଇଗାଲି ଆଚି କି ?
ସେବେଲେ ଅବ୍ରାଆମର୍ ପିଲା ଜେ କି ଗାଗଡର୍ ଇସାବେ ଜନମ୍ ଅଇରଇଲା, ତାର୍ ସାନ୍ ବାଇକେ ସାଦ୍ବାନ୍ଦ୍ କଲା । ଜେ କି ପର୍ମେସରର୍ ଆତ୍ମା ଇସାବେ ଜନମ୍ ଅଇଲା । ସେଟା ଏବେ ମିସା ଅଇଲାନି ।
ସେଟାର୍ପାଇ ସେ ଅସୁର୍ସାଁପ୍ ବେସି ରିସାଅଇଗାଲା । ଆରି ସେ ମାଇଜିର୍ ବାକିରଇବା ନାତିତିତି ମନର୍ ସଙ୍ଗ୍ ଜୁଇଦ୍ କର୍ବାର୍ ଆଇଲା । ସେମନ୍ ପର୍ମେସରର୍ ଆଦେସ୍ ମାନିକରି ଜିସୁ ଜାନାଇରଇବା ସତ୍ ଦାରିରଇବାଇ ।
ବାଦ୍ଲେ ରଇବା ତିନ୍ ବାଗେଅନି ଗଟେକ୍ ବାଗର୍ ତାରାମନ୍କେ ତାର୍ ଲେଞ୍ଜ୍ ଜିକିନେଇକରି ଦର୍ତନିଟାନେ ପିଙ୍ଗିଦେଲା । ସେ ମାଇଜି ନିକ ଅଇଲାଦାପ୍ରେ ତାର୍ ପିଲାକେ କାଇବି ବଲି ମାଇଜିର୍ ମୁଆଟେ ଟିଆଅଇଲା ।