ଜଅନ୍ 8:44 - ସତିଅର୍ ବାଟ୍ ନୁଆ ନିୟମ୍ 202044 ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା । အခန်းကိုကြည့်ပါ။ |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।