50 ମୁଇ ନିଜେ ଡାକ୍ପୁଟା ପାଇବାକେ ଚେସ୍ଟା କରିନାଇ । ମାତର୍ ଆରି ଗଟେକ୍ ଲକ୍ ମକେ ଡାକ୍ପୁଟା କରାଇବାକେ ମନ୍ କଲାନି । ସେ ଟିକ୍ ବାବେ ବିଚାର୍ କର୍ବା ମାପ୍ରୁ ।
“ମୁଇ ମୁନୁସ୍ ଲକ୍ମନର୍ ଟାନେଅନି ଡାକ୍ପୁଟା କଜି ନାଇ ।
ମୁଇ ତମର୍ ବିରଦେ ପର୍ମେସର୍ତେଇ ଦସି କର୍ବି ବଲି ତମେ ବାବାନାଇ । ତମେ ଜନ୍ଟା ମସାର୍ ତେଇ ଆସା କରିଆଚାସ୍ ସେ ସେ ତମର୍ ବିରଦେ ଦସି କଲାନି ।
ଜନ୍ ଲକ୍ ନିଜର୍ ଅଦିକାରେଅନି କାତା କଇସି ସେ ନିଜେ ମଇମା ପାଇ ଅଇବାକେ କଇସି । ମାତର୍ ଜନ୍ଲକ୍ ମକେ ପାଟାଇଲା ଲକ୍ ସନ୍ମାନ୍ ପାଅ ବଲି ମନ୍ କର୍ସି ବଇଲେ, ସେ ମିଚ୍ ନ କଇ ସତ୍ କାତା କଇସି । ଆରି ତାର୍ଟାନେ କାଇ ବୁଲ୍ ବିସଇ ନ ରଏ ।
ଜିସୁ ସେମନ୍କେ କଇଲା, “ମୁଇ ଜଦି ନିଜ୍କେ ଡାକ୍ପୁଟା କର୍ବି ବଲି ଚେସ୍ଟା କର୍ତି ବଇଲେ, ସେ ଡାକ୍ପୁଟାର୍ କାଇ ମୁଲିଅ ନାଇ । ମର୍ ବାବା ଜାକେ କି ତମେ ତମର୍ ପର୍ମେସର୍ ବଲି କଇଲାସ୍ନି, ସେ ସେ ମକେ ଡାକ୍ପୁଟା କରାଇଲାନି ।