ଜଅନ୍ 8:54 - ସତିଅର୍ ବାଟ୍ ନୁଆ ନିୟମ୍ 202054 ଜିସୁ ସେମନ୍କେ କଇଲା, “ମୁଇ ଜଦି ନିଜ୍କେ ଡାକ୍ପୁଟା କର୍ବି ବଲି ଚେସ୍ଟା କର୍ତି ବଇଲେ, ସେ ଡାକ୍ପୁଟାର୍ କାଇ ମୁଲିଅ ନାଇ । ମର୍ ବାବା ଜାକେ କି ତମେ ତମର୍ ପର୍ମେସର୍ ବଲି କଇଲାସ୍ନି, ସେ ସେ ମକେ ଡାକ୍ପୁଟା କରାଇଲାନି । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।