57 ତାର୍ ପଚେ ଜିଉଦିମନ୍ ଜିସୁକେ କଇଲାଇ, “ତକେ ପଚାସ୍ ବରସ୍ ମିସା ଅଏ ନାଇତା, ତୁଇ କାଇ ଅବ୍ରାଆମ୍କେ ଦେକି ଆଚୁସ୍ କି ?”
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଅବ୍ରାଆମ୍ ଜନମ୍ ଅଇବା ଆଗ୍ତୁଅନି ମୁଇ ଆଚି ।”