9 ଜିସୁର୍ ଏ କାତା ସୁନି ମାଇଜିକେ ଆନିରଇବା ସବୁଲକ୍ ସେ ଜାଗାଇଅନି ଗଟେକ୍ ଗଟେକ୍ ଲକ୍ ବାରଇ ଉଟିଗାଲାଇ । ପର୍ତୁମ୍ ଡକ୍ରାମନ୍ ଗାଲାଇ । ତେଇ ସାରାସାରି ଜାକ ଜିସୁ ଆରି ସେ ମାଇଜିସେ ରଇଲାଇ ।
ଜିସୁ କଇଲା କାତା ସୁନି ତାର୍ ବିରଦି ଲକ୍ମନ୍ ଲାଜ୍ ଅଇଲାଇ । ମାତର୍ ବିନ୍ ଲକ୍ମନ୍ ସେ କର୍ବା ସବୁ କାବାଅଇଜିବା କାମ୍ ଦେକି ସାର୍ଦା ଅଇଗାଲାଇ ।
ଜିସୁ ଟିଆଅଇ ତାକେ ପାଚାର୍ଲା, “ସେ ଲକ୍ମନ୍ କେନେ ଗାଲାଇ ? ଇତି କେ ମିସା ତକେ ଦସ୍ ଦାର୍ବାକେ ନାଇ କି ?”
ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, “ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।”
ତାର୍ ଆର୍କର୍ ଦିନର୍ ସାକାଲେ ସେ ମନ୍ଦିରେ ବାଉଡି ଆଇଲା ଆରି ତେଇ ସବୁଲକ୍ ତାର୍ଲଗେ ରୁଣ୍ଡ୍ଲାଇଜେ, ସେ ବସିକରି ସେମନ୍କେ ସିକାଇବାର୍ ଦାର୍ଲା ।
ସେଡ୍କିବେଲେ କେତେଟା ସାସ୍ତର୍ ସିକାଉମନ୍ ଆରି ପାରୁସିମନ୍, ଗଟେକ୍ ବେସିଆନି ମାଇଜିକେ ବେସିଆ କାମ୍ କର୍ବାବେଲେ ଦାରିକରି ଜିସୁର୍ ଲଗେ ଆନ୍ଲାଇ । ତାକେ ସବୁ ଲକର୍ ମୁଆଟେ ଟିଆ କରାଇ ଜିସୁକେ ପାଚାର୍ଲାଇ,
ତାର୍ପଚେ ସେ ଆରି ତରେକ୍ ଲଇଁକରି ବୁଏଁ ଲେକ୍ବାର୍ ଦାର୍ଲା ।
ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି ।
ପାଦ୍ରା କାମ୍ କରାନାଇ ବଲି କଇ, ନିଜେ ପାଦ୍ରା କାମ୍ କଲାସ୍ନି କି ? ପୁତ୍ଲା ପୁଜାକେ ଗିନ୍ କରି ଦେଉଲର୍ ଦିନ୍ସୁ ଚର୍ଲାସ୍ନି କି ?
ଆମର୍ ବିବେକ୍ ଜଦି ଆମ୍କେ ପାପିବଲି ଦସ୍ ଦେଲେ, ଆମେ ସାନ୍ତିସଙ୍ଗ୍ ରଇବୁ । କାଇକେବଇଲେ ଆମର୍ ବିବେକ୍ ଟାନେଅନି ଆମେ ଜାନ୍ବାତେଇଅନି ପର୍ମେସର୍ ଅଦିକ୍ ଜାନେ । ଆରି ଆମେ କର୍ବା ସବୁ କାମ୍ ସେ ଜାନେ ।