ଜଅନ୍ 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 କାଣା ସେମନ୍କେ କଇଲା, “ଲକ୍ମନ୍ ଜନ୍ ଲକ୍କେ ଜିସୁ ବଲି କଇଲାଇନି, ସେ କାଦ କରି ମର୍ ଆଁକିତେଇ ଲିପିଦେଲା । ତାର୍ପଚେ ସେ ମକେ ‘ସିଲଅ ନାଉଁର୍ ବନ୍ଦେ ଜାଇକରି ଦ’ ବଲି କଇଲା । ପଚେ ମୁଇ ଜାଇକରି ବନ୍ଦେ ମୁ ଦଇଲା ଦାପ୍ରେ ଦେକି ପାର୍ଲି ।” အခန်းကိုကြည့်ပါ။ |