14 ଜିସୁ ଜନ୍ ଦିନେ କାଦ ଲିପିକରି ତାର୍ ଆଁକି ନିକ କରିରଇଲା, ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
ଜିସୁ ତରେକ୍ ବିସ୍ରାମ୍ବାରେ ତାସ୍ ରଇବା କେତ୍ ବାଟେ ଜାଇତେ ରଇଲା, ଆରି ଜିବାବେଲେ ତାର୍ ସିସ୍ମନ୍ ଦାନ୍ କେଡ୍ ଚିଡାଇତେ ଗାଲାଇ ।
ତରେକ୍ ଜିସୁ ବିସ୍ରାମ୍ବାରେ ବଜି କାଇବାକେ ଗଟେକ୍ ପାରୁସି ନେତାର୍ ଗରେ ଗାଲା । ଆରି ସେମନ୍ ଜିସୁକେ କାଇଆଲେ ବୁଲ୍ ଦାର୍ବାକେ ଆଁକିମରାଇ ଦେକ୍ତେ ରଇଲାଇ ।
ଏ ନିମାନ୍ କାମ୍ କଲାଟା, ବିସ୍ରାମ୍ ବାରେ ଅଇରଇଲା ଜେ, ଜିଉଦି ନେତାମନ୍ ଜିସୁକେ ଦୁକ୍କସ୍ଟ ଦେବାର୍ ବସ୍ଲାଇ ।
ସେ ଦାପ୍ରେ ସେ ଲକ୍ ନିମାନ୍ ଅଇଗାଲା ଆରି ନିଜର୍ ଟାଟି ଦାରିକରି ଇଣ୍ଡ୍ବାର୍ ଦାର୍ଲା । ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
ତାର୍ ପଚେ ଲକ୍ମନ୍ ଆଗେଅନି କାଣା ଅଇରଇଲା ଲକ୍କେ ପାରୁସିମନର୍ ଲଗେ ଡାକିନେଲାଇ ।
ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।