15 ପାରୁସି ଲକ୍ମନ୍ ତାକେ ଆରିତରେକ୍ ପାଚାର୍ଲାଇ, “ତୁଇ କେନ୍ତାର୍ ଦେକିପାର୍ଲୁସ୍ନି ?” ତେଇ ସେ ସେମନ୍କେ କଇଲା, “ଜିସୁ ମର୍ ଆଁକିଟାନେ କାଦ ଲାଗାଇଦେଲା । ପଚେ ମୁଇ ମୁ ଦଇ ଆଇଲି ଆରି ଏବେ ଦେକି ପାର୍ଲିନି ।”
ସେଟାର୍ ପାଇ ସେମନ୍ ସେ ଲକ୍କେ ଆରି ତରେକ୍ ପାଚାର୍ଲାଇ, “ତକେ ଜିସୁ ନିମାନ୍ କଲାଜେ ଦେକି ପାର୍ଲୁସ୍ନି । ଏନ୍ତି ବଇଲେ ତୁଇ ତାକେ କେ ବଲି ବାବ୍ଲୁସ୍ନି ?” ସେ ଲକ୍ ସେମନ୍କେ କଇଲା, “ସେ ଗଟେକ୍ ବବିସତ୍ବକ୍ତା ।”