20 ତାର୍ ମାଆ ବାବା କଇଲାଇ, “ଉଁ ଏଟା ଆମର୍ ପିଲା । ସେ ଜନ୍ମେଅନି କାଣା ରଇଲା ବଲି ଆମେ ଜାନି ଆଚୁ ।
ଜିସୁ ସେ ପିଲାର୍ ବାବାକେ ପାଚାର୍ଲା, “ଏ ପିଲା ଏନ୍ତି ଅଇ କେତେଦିନ୍ ଅଇଲା ?” ପିଲାର୍ ବାବା କଇଲା, “ ସାନ୍ବେଲେଅନି ” ବଲି ।
ସେମନ୍ ତାର୍ ମାଆ ବାବାକେ ପାଚାର୍ଲାଇ, “ଏଟା ତମର୍ ପିଲା କି ? ସେ ଜନ୍ମେ ଅନି କାଣାଟା ବଲି ତମେ କଇଲାସ୍ନି, ଏନ୍ତି ବଇଲେ ସେ କେନ୍ତି ଦେକିପାର୍ଲାନି ?”
ମାତର୍ ଏବେ ସେ କେନ୍ତି ଦେକିପାର୍ଲାନି ଆରି କେ ତାକେ ନିମାନ୍ କଲା ସେଟା ଆମେ ନାଜାନୁ । ସେ ଏବେ ବଡ୍ ଅଇଲା ଆଚେ ତାକେ ପାଚାରା ସେ ନିଜେ କଇସି ।”