25 ତାର୍ ପଚେ ସେମନ୍କେ ସେ କଇଲା, “ସେ ପାପି ଲକ୍କି ନଏଁ ସେଟା ମୁଇ ଜାନି ନାଇ । ମାତର୍ ମୁଇ ଗଟେକ୍ ବିସଇ ଜାନି ଆଚି ସେଟା ଅଇଲାନି, ମୁଇ ଆଗ୍ତୁ କାଣା ରଇଲି, ଏବେ ଦେକି ପାର୍ଲିନି ।”
ମାତର୍ ସେ ଲକ୍ ସେମନ୍କେ କଇଲା, “ଜେ ମକେ ନିମାନ୍ କଲା ସେ ମକେ ତମର୍ ଟାଟିଦାରିକରି ଜା ବଲି କଇଲାଆଚେ ।”
ସେମନ୍ ସେ ଲକ୍କେ ଆରି ତରେକ୍ ବିତ୍ରେ ଡାକି କରି ପାଚାର୍ଲାଇ, “ପର୍ମେସର୍କେ ରାନ୍ ପାକାଇ କ । ଜିସୁ ଗଟେକ୍ ପାପି ଲକ୍ ବଲି ଆମେ ଜାନୁ ।”
ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା ? କେନ୍ତି ତର୍ ଆଁକି ପିଟାଇଦେଲା ?”
ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
କେ ମିସା ଜିସୁକେ ପର୍ମେସରର୍ ପଅ ବଲି ବିସ୍ବାସ୍ କଲେ, ପର୍ମେସରର୍ ସାକି ତାକର୍ ମନ୍ ବିତ୍ରେ ଆଚେ । ପର୍ମେସର୍ କଇଲା କାତା ଜେ ଜଦି ବିସ୍ବାସ୍ ନ କରେ, ସେ ମିଚ୍ ବଲିକରି କଇଲାନି । କାଇକେବଇଲେ ତାର୍ ନିଜର୍ ପଅର୍ ବିସଇ କଇଲାଟା ସେମନ୍ ବିସ୍ବାସ୍ କରତ୍ ନାଇ ।